ତାଜା ଖବର
  • Home
  • ରାଜ୍ୟ
  • ବାଇକ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ମୃତ, ଜଣେ ଗୁରୁତର
Other ଅପରାଧ ତାଜା ଖବର ବାଣିଜ୍ୟ ରାଜ୍ୟ

ବାଇକ-ସ୍କୁଟି ମୁହାଁମୁହିଁ ଧକ୍କାରେ ୨ ମୃତ, ଜଣେ ଗୁରୁତର

ବୋୖଦ୍ଧ/ଏରନ ନ୍ୟୁଜ/୧୬.୦୯
ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିକଟରେ ବାଇକ ସ୍କୁଟି ମୁହାଁମୁହିଁ ଧକ୍କା । ଘଟଣାରେ ୨ଜଣ ମୃତ ଜଣେ ଗୁରୁତର । ମୃତକ ମାନେ ହେଲେ ସ୍କୁଟି ଅରୋହି ପ୍ରଶାନ୍ତ ନାୟକ ଏବଂ ବାଇକ ଆରୋହି ସାନୁଜ ନାୟକ

 

ସ୍କୁଟିରେ ବସିଥିବା ଗୁରୁତର ଅଜିତ ଭୋକ୍ତା ଙ୍କୁ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଂଚି ପ୍ରଥମେ ହରଭଙ୍ଗା ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାକୁ ତାଙ୍କୁ ବୌଦ୍ଧ ମୁଖ୍ୟ ଡକ୍ଟରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ହରଭଙ୍ଗା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Visit / share / like/ subscribe our channel for News & Views

Web-Portal       Facebook       You-tube

Whats-app = 9178482265       Mail-Id

Related posts

କରୋନା ରିପୋର୍ଟ – ବୌଦ୍ଧ ଜିଲାରେ ୪୯ ଜଣ ଓ ରାଜ୍ୟରେ ୪୩୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,୨୦୮୫କୋଟି ଟଙ୍କାର ୧୦୬ଟି ପ୍ରକଳ୍ପର ଶୁଭାରମ୍ଭ କଲେ

Aren News

ନବରଙ୍ଗପୁର : ପୋଲିସ ହାଜତ ରୁ 3 ଅଭିଯୁକ୍ତ ଫେରାର

SASWAT

ଏକ ମନ୍ତବ୍ୟ ଛାଡନ୍ତୁ |