ବୌଦ୍ଧ / ଏରନ୍ ନ୍ୟୁଜ / ୦୭-୧୦ ବୌଦ୍ଧ ଜିଲା ସମତେ ରାଜ୍ୟର ୯ଟି ଜିଲ୍ଲାରେ ସାଇନ୍ସ ପାର୍କ ବା ବିଜ୍ଞାନ କେନ୍ଦ୍ର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ରାଜ୍ୟ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଅନୁଗୋଳ, ବାଲେଶ୍ୱର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ଏହି ସାଇନ୍ସ ପାର୍କ ସ୍ଥାପନ ହେବ। ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Visit / share / like/ subscribe our channel for News & Views
Whats-app = 9178482265 Mail-Id