ତାଜା ଖବର
  • Home
  • Other
  • ଭୁବନେଶ୍ୱର ସବକଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
Other ଅପରାଧ ତାଜା ଖବର ରାଜ୍ୟ

ଭୁବନେଶ୍ୱର ସବକଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର / ଏରନ୍ ନ୍ୟୁଜ / ୧୨ -୧୧ ଭୁବନେଶ୍ୱର ସବକଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ l ଭୁବନେଶ୍ୱର ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଉଦୟନାଥ ଜେନାଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଭୁବନେଶ୍ୱର ସରକାରୀ କାର୍ଯ୍ୟାଳୟ, ରାଜନଗରର ପୈତୃକ ଘର ଓ ସୁନ୍ଦରପଦା ଘରେ ଚଢାଉ କରାଯାଇଛି । ବର୍ତମାନ ଚଢାଉ ଜାରି ରହିଅଛି । ଅନେକ କାଗଜପତ୍ର ଓ ପାସବୁକ ଜବତ ।   ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )

Download  Android App ( Click here )

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Web-Portal       Facebook       You-tube

Whats-app = 9178482265       Mail-Id

Related posts

ବୌଦ୍ଧ : ମାରୱାଡି ମହିଳା ସମିତି ପକ୍ଷରୁ ରକ୍ତଦାନ ଶିବିର

Aren News

ଘଞ୍ଚ ଜଙ୍ଗଲରୁ ତିନି ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

Simun Naik

ବିଧାୟକ ଓ ଜିଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀ କଲା ବିଜେପି ଯୁବମୋର୍ଚ୍ଚା

Aren News

ଏକ ମନ୍ତବ୍ୟ ଛାଡନ୍ତୁ |