ତାଜା ଖବର
  • Home
  • Corona News
  • ତଳ ମୁଁହା କରୋନା ଗ୍ରାଫ – ବୌଦ୍ଧ ଜିଲ୍ଲାରେ ୩ ଜଣ ଓ ରାଜ୍ୟରେ ୫୯୪ ନୂଆ କରୋନା ପଜିଟିଭ ଚିହ୍ନଟ
Corona News Other ତାଜା ଖବର ରାଜ୍ୟ

ତଳ ମୁଁହା କରୋନା ଗ୍ରାଫ – ବୌଦ୍ଧ ଜିଲ୍ଲାରେ ୩ ଜଣ ଓ ରାଜ୍ୟରେ ୫୯୪ ନୂଆ କରୋନା ପଜିଟିଭ ଚିହ୍ନଟ

ବୌଦ୍ଧ / ଏରନ୍ ନ୍ୟୁଜ / ୨୭ -୧୧ ବୌଦ୍ଧ ଜିଲ୍ଲାରେ ଆଜି ୩ ଜଣ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୩ ଜଣଙ୍କ ମଧ୍ୟରେ ନୂଆପାଲି, ନାୟକପଡା ଓ ବାମଣ୍ଡା ଗ୍ରାମରୁ ୧ ଜଣ ଲେଖାଏଁ କରୋନା ପଜିଟିଭ ଭାବେ ଚିହ୍ନଟ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ସୂଚନା ଦେଇଛନ୍ତି । ଆଜିର ଆକ୍ରାନ୍ତଙ୍କୁୁ ମିଶାଇ ଜିଲାରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୭୩୪ କୁ ବୃଦ୍ଧି ପାଇଛି ।

ଆଜି ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୯୪ କରୋନା ପଜିଟିଭ୍ । ନୂଆ ୫୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ୨୫୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୨୩୯ କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ମୋଟ୍ ୩୦୮୮୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୨୯ ରହିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

District Wise Cases:

1. Angul: 37
2. Balasore: 34
3. Bargarh: 14
4. Bhadrak: 11
5. Balangir: 42
6. Boudh: 3
7. Cuttack: 55
8. Deogarh: 3
9. Dhenkanal: 2
10. Gajapati: 1
11. Ganjam: 8
12. Jagatsinghpur: 24
13. Jajpur: 10
14. Jharsuguda: 27
15. Kalahandi: 20
16. Kandhamal: 7
17. Kendrapada: 16
18. Keonjhar: 19
19. Khurda: 56
20. Malkangiri: 6
21. Mayurbhanj: 42
22. Nawarangpur: 1
23. Nayagarh: 4
24. Nuapada: 25
25. Puri: 37
26. Rayagada: 5
27. Sambalpur: 17
28. Sonepur: 3
29. Sundargarh: 55
30. State Pool: 10

( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )

Download  Android App ( Click here )

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Web-Portal       Facebook       You-tube

Whats-app = 9178482265       Mail-Id

Related posts

ବୌଦ୍ଧ ଜିଲା ପାଇଁ ଖୁସି ଖବର, ଆଜି ମାତ୍ର ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ୩୧୪୪

Aren News

କରୋନା ଖବର – ବୌଦ୍ଧ ସହରରେ ୩୮, ଜିଲାରେ ୫୮ ଜଣ ଓ ରାଜ୍ୟରେ ୩୭୪୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ତଳ ମୁଁହା କରୋନା ଗ୍ରାଫ – ବୌଦ୍ଧ ଜିଲ୍ଲାରେ ୩ ଜଣ ଓ ରାଜ୍ୟରେ ୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |