ଭୁବନେଶ୍ୱର / ଏରନ୍ ନ୍ୟୁଜ / ୧୪-୧୨ ନିଜ ନିଜ ଜିଲାରେ ଥିବା ମନ୍ଦିର ଓ ଅନ୍ୟ ଧର୍ମାନୁଷ୍ଠାନକୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲିବା ଲାଗି ଜିଲ୍ଲାପାଳ ମାନଙ୍କୁ କ୍ଷମତା ଦିଆଯାଇଛି । ସେମାନେ ପରିଚାଳନା କମିଟି ସହ ଆଲୋଚନା ପରେ ଓ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର (ଏସଓପି) ନିର୍ଧାରିତ କରିବା ପରେ ମନ୍ଦିର ଖୋଲିବା ପାଇଁ ନିର୍ଦ୍ଦେଶ ଦେଇ ପାରିବେ । ଏ ନେଇ ସୋମବାର ଦିନ ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠି ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
Download Android App ( Click here )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id