ବୌଦ୍ଧ / ଏରନ୍ ନ୍ୟୁଜ / ୧୩-୦୧ ବୌଦ୍ଧ ଜିଲ୍ଲାରେ ଚଳିତ ବର୍ଷର ପକ୍ଷୀ ଗଣନା କାର୍ଯ୍ୟକ୍ରମ ସଂପୂର୍ଣ୍ଣ ହୋଇଛି । ଚଳିତ ବର୍ଷ ଜିଲ୍ଲାକୁ ୫୦ରୁ ଉର୍ଦ୍ଧ୍ୱ ପ୍ରଜାତିର ୨୮୬୧ଟି ବିଦେଶୀ ପକ୍ଷୀ ଆସିଥିବା ବନ ବିଭାଗ ପକ୍ଷରୁ ପ୍ରକାଶ । ଗତ ବର୍ଷ ଠାରୁ ଚଳିତ ବର୍ଷ ଜିଲ୍ଲାକୁ ଅଧିକ ୨୮୨ଟି ବିଦେଶୀ ପକ୍ଷୀ ଆସିଛନ୍ତି । ବୌଦ୍ଧ ବନଖଣ୍ଡ ଅଧିକାରୀ ଯୋଶବନ୍ତ ସେଠୀଙ୍କ ନେତୃତ୍ୱରେ ଜିଲ୍ଲାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ନଦୀ ଓ ଜଳାଶୟ ଗୁଡିକରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦେଶୀ ପକ୍ଷୀଙ୍କ ମଧ୍ୟରୁ ଅନେକ ସାଇବେରିଆରୁ ଆସିଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି । (ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id