ଭୁବନେଶ୍ୱର / ଏରନ୍ ନ୍ୟୁଜ / ୧୨ -୦୨ ରାମ ମନ୍ଦିର ନିର୍ମାଣ ପାଇଁ ମାସକରୁ କମ୍ ସମୟ ମଧ୍ୟରେ ପାଖାପାଖି ୧୦୦୦କୋଟି ଟଙ୍କ ବ୍ୟାଙ୍କ ଖାତାକୁ ଆସି ସାରିଛି ବୋଲି ସୂଚନା ଦେଇଛନ୍ତି ଶ୍ରୀରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ । ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ସଂଗ୍ରହ କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ କ୍ଷେତ୍ରୀୟ କମିଟି ଏହି କାର୍ଯ୍ୟ କରୁଛନ୍ତି । ବିଶ୍ୱ ହିନ୍ଦୁ ପରିଷଦର ପ୍ରାୟ ୧.୫ ଲକ୍ଷ ଗ୍ରୁପ ସାରା ଦେଶରେ ଘରକୁ ଘର ବୁଲି ପାଣ୍ଠି ସଂଗ୍ରହ କରୁଛନ୍ତି । ମନ୍ଦିର ନିର୍ମାଣ କାର୍ଯ୍ୟ ଲାଗି ୫ ମିଟର ଖନନ କାର୍ଯ୍ୟ ସରିଥିବା କୁହାଯାଉଛି । (ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id