ଭୁବନେଶ୍ୱର / ଏରନ୍ ନ୍ୟୁଜ / ୦୫ -୦୬ ଆସନ୍ତା ଜୁନ ମାସ ୧୦ ତାରିଖରେ ସାବିତ୍ରୀ ବ୍ରତ ରେ ବର୍ଷର ଏକମାତ୍ର ସୂର୍ଯ୍ୟ ପରାଗ ହେବାକୁ ଯାଉଛି । ଆମେରିକା, ୟୁରୋପ, ଏସିଆ ମହାଦେଶରେ କିଛି ଅଞ୍ଚଳରେ ଏହା ଦୃଶ୍ୟମାନ ହେବ। ଭାରତରେ କେବଳ ଜାମ୍ମୁ-କାଶ୍ମୀରର ୧୦% ଅଞ୍ଚଳରେ ଆଂଶିକ ଦିଶିବ। ତେବେ ଓଡ଼ିଶାରେ ସୂର୍ଯ୍ୟ ପରାଗ ଦୃଶ୍ୟମାନ ହେବ ନାହିଁ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମ ପକ୍ଷରୁ କୁହାଯାଇଛି। ଜୁନ ୧୦ ତାରିଖ ଭାରତୀୟ ସମୟ ମଧ୍ୟାହ୍ନ ୧ଟା ୪୨ରୁ ସନ୍ଧ୍ୟା ୬ଟା ୪୧ ପର୍ଯ୍ୟନ୍ତ ପରାଗ ହେବ। ପରବର୍ତ୍ତୀ ସୂର୍ଯ୍ୟପରାଗ ୨୦୨୨ ଅକ୍ଟୋବର ୨୫ରେ ଦେଖାଯିବ। ଜୁନ୍ ୧୦ ହେଉଛି ସାବିତ୍ରୀ ବ୍ରତ ଓ ଶନି ଜୟନ୍ତୀ। ସେହିଦିନ ହିଁ ସୂର୍ଯ୍ୟ ପରାଗ ହେବ। ( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
🌺🌺🌺🌺🌺🌺🌺🌺🌺🌺🌺🌺
Download our Apps from Play store / use below link
https://play.google.com/store/apps/details?id=com.arennews
🌺🌺🌺🌺🌺🌺🌺🌺🌺🌺🌺🌺
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id