ବୌଦ୍ଧ / ଏରନ୍ ନ୍ୟୁଜ / ୨୦-୦୭ କୋଭିଡ କଟକଣା ଯୋଗୁଁ ବୌଦ୍ଧ ସହରର ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ଆଜି ବାହୁଡା ଯାତ୍ରା ସିମିତ ସଂଖ୍ୟକ ସେବାୟତ ଓ କିର୍ତନକାରୀଙ୍କ ଉପସ୍ଥିତିରେ କରାଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର ଚର୍ତୁପାଶ୍ୱର୍ରେ ଭକ୍ତମାନେ ଗହଳି ନକରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯିବା ସହ ୧୪୪ ଧାରା ଜାରୀ କରାଯାଇଅଛି । ବାହୁଡା ଯାତ୍ରା ଓ ସୁନାବେଶ କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହାକୁ କଡାକଡି ଭାବେ ଲାଗୁ କରାଯିବା ପାଇଁ ପୋଲିସ ବିଭାଗ କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ସହ ବ୍ୟାପକ ପୋଲିସ ମୃତୟନ କରାଯିବାକୁ ମଧ୍ୟ ସ୍ଥିର କରାଯାଇଛି ।
( ଏରନ୍ ନ୍ୟୁଜ ବ୍ୟୁରୋ ରିପୋର୍ଟ )
🌺🌺🌺🌺🌺🌺🌺🌺🌺🌺🌺🌺
Download our Apps from Play store / use below link
https://play.google.com/store/apps/details?id=com.arennews
🌺🌺🌺🌺🌺🌺🌺🌺🌺🌺🌺🌺
subscribe us for latest News
ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ
Whats-app = 9178482265 Mail-Id