• Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୭-୮-୨୦୨୧((ମଙ୍ଗଳବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୧୭-୮-୨୦୨୧((ମଙ୍ଗଳବାର))

🌹 ମହାବୀର ପଞ୍ଚାଙ୍ଗ🌹
🌹୧୭-୮-୨୦୨୧((ମଙ୍ଗଳବାର))🌹
🌹{{ସିଂହ ସଂକ୍ରାନ୍ତି}}🌹
🌺🌺🌺🌺🌺🌺🌺🌺🌺🌺🌺🌺
ସିଂହ ଦି୧ନ,ନବମୀ ଦ୦।୩୩ ପ୍ରାଘ୫।୪୩,ଜ୍ୟୋଷ୍ଠା ଦ୫୨।୦ ରାଘ୨।୧୮ ବିଛା ଚନ୍ଦ୍ର ଦ୫୨।୦ ରାଘ ୨।୧୮
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)
କର୍କଟ ଦ୫/୨୪/୫୫ ଇଂଘ୫/୩୦/୩୨ ଗତେ ଉଦୟ
କୁମ୍ଭ ଦ୦/୦୪/୩୨ ଇଂଘ୬/୦୯/୫୫ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ପୂର୍ବେ ପ୍ରାତଃ ଘ୫।୪୩ ଗତେ ଉତ୍ତରେ ,ରାତ୍ରି ଘ୩।୨୬ ଗତେ ଅଗ୍ନିକୋଣେ । ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ମକର ରାଶିର ଘାତବାର । ରାତ୍ରି ଘ୨।୧୮ ଗତେ ପୂର୍ବାଷାଢ଼ା ଉତ୍ତରାଷାଢ଼ା ଧନିଷ୍ଠା ପୂର୍ବଭାଦ୍ର ରେବତୀ ଦ୍ଵିଜା କୃତ୍ତିକା ମୃଗଶିରା ପୁନର୍ବସୁ ଅଶ୍ଳେଷା ପୂର୍ବାଫାଃ ଉତ୍ତରାଫାଃ ଚିତ୍ରା ବିଶାଖା ଜ୍ୟେଷ୍ଠା ଏ ନକ୍ଷତ୍ର ମାନଙ୍କର ତାରାଶୁଦ୍ଧି ଓ ଧନୁ ମୀନ ମେଷ ମିଥୁନ କର୍କଟ ସିଂହ ବିଛା ଏ ରାଶି ମାନଙ୍କର ଚନ୍ଦ୍ରଶୁଦ୍ଧି । ତୁଳା ଓ କୁମ୍ଭ ରାଶିମାନଙ୍କର ଘାତଚନ୍ଦ୍ର । ଦିବା ଘ୭।୫ ଗତେ ଘ୮।୪୦ ମଧ୍ୟେ ବାରବେଳା । ଘ୧୨।୫ ଗତେ ଘ୩।୦ ମଧ୍ୟେ କାଳବେଳା । ରାତ୍ରି ଘ୭।୩୫ ଗତେ ଘ୯।୦ ମଧ୍ୟେ କାଳରାତ୍ରି । ମୃତେ ପାଦ ଦୋଷ ।ଫଳଂ କୃଷି ହାନି ଓ ଭୂମି ଦାନ । ପ୍ରଥମ ରଜୋଦର୍ଶନେ ରାତ୍ରି ଘ୨।୧୮ ମଧ୍ୟେ ଦଶମାସ ଗଣ୍ଠଦୋଷ । ଫଳଂ ସ୍ତ୍ରୀ କୁଳଟା । ଗୋକାଞ୍ଚନ ପ୍ରବାଳ ରକ୍ତ ବସ୍ତ୍ର ଦାନ ।ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଲାବୁ ( ଲାଉ) ପ୍ରାତଃ ଘ୫।୪୩ ଗତେ କଳମ୍ବୀ (କଳମ ଶାଗ) ରାତ୍ରି ଘ୩।୨୬ ଗତେ ଶିମ୍ବିକା (ଶିମ୍ବ ) ଭକ୍ଷଣ ନିଷେଧ ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୭।୫୪ ଗତେ ଘ୧୦।୧୮ ମଧ୍ୟେ ଘ୧୨।୪୨ ଗତେ ଘ୨।୧୮ ମଧ୍ୟେ ଘ୪।୬ ଗତେ ଘ୪।୪୨ ମଧ୍ୟେ ରାତ୍ରି ଘ୬।୫୭ ମଧ୍ୟେ ଘ୯।୨୧ ଗତେ ଘ୧୧।୪୫ ମଧ୍ୟେ ଘ ୨।୯ ଗତେ ଘ୩।୪୫ ମଧ୍ୟେ । (ମାହେନ୍ଦ୍ର) – ନାସ୍ତି ।

🌹ମେଷ:

ନିୟମିତ ଭାବେ ନିଜର ଜ୍ଞାନ ବୃଦ୍ଧି କରନ୍ତୁ। ଭାଇ ଭଉଣୀ ସହିତ ଉତ୍ତମ ବୁଝାମଣା ରହିବ। ବ୍ୟବସାୟୀଙ୍କୁ ଲାଭ ହେବ। ଅଫିସ କାମରେ ବ୍ୟସ୍ତ ରହିବେ।

🌹ବୃଷ:

ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ, ଆପଣଙ୍କର ନାମ ହେବ। ଅଫିସରେ କାମର ପ୍ରଶଂସା ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।

🌹ମିଥୁନ:

ସୌନ୍ଦର୍ଯ୍ୟ ପ୍ରସାଧନ କ୍ଷେତ୍ରରେ ନିବେଶ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ଟେଣ୍ଟ ହାଉସ ମାଲିକଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ।

🌹କର୍କଟ:

କୌଣସି ବଡ଼ ସୁଯୋଗ ହାତଛଡ଼ା ହୋଇପାରେ। ଚିନ୍ତିତ ରହିବା କାରଣରୁ ଜୀବନସାଥୀଙ୍କ ସହିତ ବଚସା ହୋଇପାରେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

🌹ସିଂହ:

ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲଗାନ୍ତୁ। ଆର୍ଥିକ ସ୍ଥିତି ସାମାନ୍ୟ ରହିବ। ବ୍ୟବସାୟୀ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।

🌹କନ୍ୟା:

କୌଣସି ଶୁଭ ଖବର ପାଇବେ। ମନ ଶାନ୍ତ ରହିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ଅଧିକ ସମୟ ଲାଗିପାରେ।

🌹ତୁଳା:

ନୂଆ କାମ ଆରମ୍ଭ କରିପାରନ୍ତି। ଧାର ଦେଇଥିବା ପଇସା ପାଇବେ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।

🌹ବିଛା:

କଥା କଥାରେ କ୍ରୋଧ ଆସିପାରେ। ପରିବାର ଲୋକଙ୍କର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଆପଣଙ୍କର ସବୁ କାମ ସହଜରେ ସଂପୂର୍ଣ୍ଣ ହେବ।

🌹ଧନୁ:

କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ ପାଇଁ ପ୍ରଶଂସା ପାଇବେ। ଓକିଲ ପୁରୁଣା ମକଦ୍ଦମାରେ ମନ ନିବେଶ କରିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ।

🌹ମକର:

କାରବାରରେ ଲାଗି ରହିଥିବା ଝଞ୍ଜଟର ସମାଧାନ ହେବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିବେ। ଛାତ୍ର ମହତ୍ତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ ଲଗାଇବେ।

🌹କୁମ୍ଭ:

କରିଆସୁଥିବା କାମରେ ଆପଣଙ୍କ ଧ୍ୟାନ ଲାଗି ରହିବ। କାରବାରରେ ବାଧା ଦୂର ହୋଇଯିବ। ପାରିବାରିକ ଜୀବନରେ ଶାନ୍ତି ବଢ଼ିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

🌹ମୀନ:

ବ୍ୟବସାୟରେ ଆଶାଜନକ ଫଳ ପାଇବେ। ମହିଳାମାନେ ନିର୍ଦ୍ଧାରିତ ସମୟରେ ଘର କାମ ସଂପୂର୍ଣ୍ଣ କରିବେ। ଭଲ କଂପାନିରେ ସୁଯୋଗ ଲାଗି ଅଧିକ ପରିଶ୍ରମ କରନ୍ତୁ।

🌻🌻🌻🌻🌻🌻🌻🌻🌻🌻🌻🌻
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା 🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ 🌹
🌹 ପଟ୍ଟାମୁଣ୍ଡାଇ-କେନ୍ଦ୍ରାପଡା଼ 🌹
🌹ଦୂରଭାଷା-୯୯୩୭୦୬୭୦୫୦/୯୪୩୭୭୯୮୯୩୩ 🌹
🌻🌻🌻🌻🌻🌻🌻🌻🌻🌻🌻🌻

🌺🌺🌺🌺🌺🌺🌺🌺🌺🌺🌺🌺

Download our Apps from Play store / use below link
https://play.google.com/store/apps/details?id=com.arennews

🌺🌺🌺🌺🌺🌺🌺🌺🌺🌺🌺🌺

subscribe us for latest News

ଆମର ଏହି ଲେଖା ଆପଣଂକୁ କିପରି ଲାଗିଲା ମତାମତ ଦିଅନ୍ତୁ , ଯଦି ଭଲ ଲାଗୁଛି ତେବେ ଲାଇକ ଓ ଶେୟର କରନ୍ତୁ

Web-Portal       Facebook       You-tube

Whats-app = 9178482265       Mail-Id

Related posts

ରାଜ୍ୟରେ ପ୍ରଥମ, ପେଟ୍ରୋଲରେ ମିଶ୍ରଣ ପାଇଁ ବୌଦ୍ଧ ଜିଲାରୁ ଇଥାନଲ୍ ଇନ୍ଧନର ଯୋଗାଣ ଆରମ୍ଭ

Aren News

ବୌଦ୍ଧରେ ୧ ଜଣ ଓ ରାଜ୍ୟରେ ୨୮୯୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ , ଆକ୍ରାନ୍ତଙ୍କ ସଂଖ୍ୟା ୭୦୦୨୦ କୁ ବୃଦ୍ଧି

Aren News

କରୋନା ଖବର, ରାଜ୍ୟରେ ୩୫୫୪ ଜଣ , ବୌଦ୍ଧରେ ୩୩ କରୋନା ପଜିଟିଭ ଚିହ୍ନଟ

Aren News

ଏକ ମନ୍ତବ୍ୟ ଛାଡନ୍ତୁ |