• Home
  • ରାଜ୍ୟ
  • ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୨-୧୧-୨୦୨୧((ସୋମବାର))
ଅନ୍ୟାନ୍ୟ ତାଜା ଖବର ରାଜ୍ୟ

ଆଜିର ରାଶିଫଳ ଓ ମହାବୀର ପଞ୍ଚାଙ୍ଗ – ୨୨-୧୧-୨୦୨୧((ସୋମବାର))

🌹 ମହାବୀର ପଞ୍ଚାଙ୍ଗ🌹
🌹୨୨-୧୧-୨୦୨୧((ସୋମବାର))🌹
🌺🌺🌺🌺🌺🌺🌺🌺🌺🌺🌺🌺
ଅଦ୍ଯ ବିଛା ଦି୭ନ,ତୃତୀୟା ଦ୪୦।୨୧ ରାଘ ୧୦।୧୧,ମୃଗଶିରା ଦ ୧୩।୦ଦିଘ୧୧।୧୫ ମିଥୁନ ଚନ୍ଦ୍ର ଦ୬୦ ନିଶାନ୍ତ
🌺🌺🌺🌺🌺🌺🌺🌺🌺🌺🌺🌺
ଭାରତୀୟ ସାଧାରଣ ସମୟ ଅନୁସାରେ (IS.T.)
ବିଛା ଦ ୧/୦୧/୧୦ ଇଂଘ୬/୦୩/୦୪ ଗତେ ଉଦୟ
ବୃଷ ଦ୦/୫୪/୨୦ ଇଂଘ ୫/୦୨/୪୮ ଗତେ ଅସ୍ତ ।
🌺🌺🌺🌺🌺🌺🌺🌺🌺🌺🌺🌺
ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ୧୦।୧୧ ଗତେ ନୈରୃତେ । ଦିବା ଘ୮।୫୪ ମଧ୍ୟେ ଯାତ୍ରା ଶୁଭ ।ଅଗ୍ନି କୋଣେ, ପୂର୍ବେ,ଐଶାନ୍ୟେ ଯାତ୍ରା ନାସ୍ତି ଓ ଦେବତାଗଠନ,ନୌକାଗଠନ,ଔଷଧିକରଣ ଓ ଭକ୍ଷଣ, ତୈଳରନ୍ଧନ, ହଳପ୍ରବାହ ଓ ବୀଜବପନ,ଧାନ୍ୟଚ୍ଛେଦନ ଓ ସ୍ଥାପନ, ନାମକରଣ ଓ ଦୀକ୍ଷାଗ୍ରହଣ,ବୃକ୍ଷରୋପଣ, ଗୃହ ପ୍ରବେଶ ଓ ଗୃହ ଆରମ୍ଭ | ଅଦ୍ୟ ଦିବା ଘ ୮।୫୪ ମଧ୍ୟେ ମୃଗଶିରା ନକ୍ଷତ୍ରେ ବିବାହ ଓ ପାଣିଗ୍ରହଣ । ଗତ ଦିବସ ନକ୍ଷତ୍ର ଓ ରାଶି ମାନଙ୍କର ତାରା ଚନ୍ଦ୍ର ଶୁଦ୍ଧି । କନ୍ୟା ରାଶି ର ଘାତଚନ୍ଦ୍ର । ମିଥୁନ ରାଶିର ଘାତ ବାର । ଦିବା ଘ୧୧।୧୫ ଗତେ ପୁନର୍ବସୁ ପୁଷ୍ୟା ମଘା ଉତ୍ତରାଫାଃ ଚିତ୍ର। ବିଶାଖା ଅନୁରାଧା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ପୂର୍ବ ଭାଦ୍ର ଉତ୍ତର ଭାଦ୍ର ଅଶ୍ବିନୀ କୁତ୍ତିକା ମୃଗଶିରା ଏ ନକ୍ଷତ୍ର ମାନଙ୍କ ର ତାରଶୁଦ୍ଧି । ଦିବା ଘ୭ । ୨୬ ଗତେ ଘ୮।୪୯ ମଧ୍ୟେ କାଳବେଳା । ଘ ୨।୧୭ ଗତେ ଘ୩।୪୦ ମଧ୍ୟେ ବାରବେଳା । ରାତ୍ରି ଘ୯।୫୪ ଗତେ ଘ୧୧।୩୧ ମଧ୍ୟେ କାଳରାତ୍ରି । ପ୍ରଥମ ରଜୋଦର୍ଶନେ ଦିବା ଘ୧୧।୧୫ ଗତେ ପାଞ୍ଚ ମାସ ଗଣ୍ଡଦୋଷ । ସ୍ଵର୍ଣ୍ଣ ଓ ପୀତ ବସ୍ତ୍ର ଦାନ ।ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ପଟୋଳ ରାତ୍ରି ଘ୧୦।୧୧ ଗତେ ମୂଳକ ( ମୂଳା) ଭକ୍ଷଣ ନି ଷ ଧ ।
🌺🌺🌺🌺🌺🌺🌺🌺🌺🌺🌺🌺
(ଅମୃତ) – ଦିବା ଘ୭।୩୯ ମଧ୍ୟେ ଘ୯।୧୫ ଗତେ ଘ ୧୧।୩୯ ମଧ୍ୟେ ରାତ୍ରି ଘ୭।୨୭ ଗତେ ଘ୧୦।୩୯ ମଧ୍ୟେ ଘ୧।୫୧ ଗତେ ଘ ୨।୩୯ ମଧ୍ୟେ । (ମାହେନ୍ଦ୍ର) – ନାସ୍ତି ।
🌺🌺🌺🌺🌺🌺🌺🌺🌺🌺🌺🌺
🌹 ଜ୍ଯୋତିଷ ଆଚାର୍ଯ୍ୟ-ରମେଶ ଚନ୍ଦ୍ର ପଣ୍ଡା🌹
🌹 ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ🌹
🌹 ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା🌹
🌹ଦୂରଭାଷା-୯୪୩୭୭୯୮୯୩୩/୯୯୩୭୦୬୭୦୫୦🌹
🌺🌺🌺🌺🌺🌺🌺🌺🌺🌺🌺🌺

🌹ମେଷ–

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

🌹ବୃଷ–

ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

🌹ମିଥୁନ–

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

🌹କର୍କଟ–

ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

🌹ସିଂହ–

ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

🌹କନ୍ୟା–

ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

🌹ତୁଳା–

ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

🌹ବିଛା–

ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

🌹ଧନୁ–

ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

🌹ମକର–

ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

🌹କୁମ୍ଭ–

ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

🌹ମୀନ–

ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Related posts

ବୌଦ୍ଧରେ ୩୪ ଜଣ ଓ ରାଜ୍ୟରେ ୧୮୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ସଂଖ୍ୟା ୪୨୫୫୦ କୁ ବୃଦ୍ଧି

Aren News

ସାହିତ୍ୟିକ ବାସୁଦେବ ପାତ୍ର ଓ ନାଟ୍ୟକାର ଗଦାଧର ବାରିକ ପାଇବେ କଲଚରାଲ ଏକାଡେମୀ ସାହିତ୍ୟ ପୁରଷ୍କାର

Aren News

ରତାଖଣ୍ଡି ଠାରେ ବୃକ୍ଷ ରୋପଣକୁ ବନ୍ଦ କଲେ ବନ ସୁରକ୍ଷା ସମିତି

Aren News

ଏକ ମନ୍ତବ୍ୟ ଛାଡନ୍ତୁ |